ପଶ୍ଚିମବଙ୍ଗ ନେବନି ଓଡ଼ିଶା କୁକୁଡ଼ା

Advertisment

ପିପିଲିରେ ବାର୍ଡ-ଫ୍ଲୁ ଭୟ ଭିତରେ ଓଡ଼ିଶାରୁ କୁକୁଡା ନେବାକୁ ମନା କଲା ପଶ୍ଚିମବଙ୍ଗ । କୁକୁଡ଼ା ଓ କୁକୁଡ଼ା ଜାତ ଦ୍ରବ୍ୟ ଆମଦାନୀ ଉପରେ କଟକଣା ଲଗାଇଛି ପଶ୍ଚିମବଙ୍ଗ ପଲ୍ୟୁଟ୍ରି ଫେଡେରେସନ୍ । ପିପିଲିର ଆବଲପୁର ଅଞ୍ଚଳରୁ ସଂଗୃହୀତ ନମୂନାରେ ଏଚ୍୫ ଏନ୍‌୧ ଏଭିଆନ୍ ଇନଫ୍ଲୁଏଞ୍ଜା ଭାଇରସ୍ ଚିହ୍ନଟ ହେବା ପରେ ଏହି ନିଷ୍ପଭି ନିଆଯାଇଥିବା ସୂଚନା ମିଳିଛି ।

birdflue

କନକ ବ୍ୟୁରୋ : ପିପିଲିରେ ବାର୍ଡ-ଫ୍ଲୁ ଭୟ ଭିତରେ ଓଡ଼ିଶାରୁ କୁକୁଡା ନେବାକୁ ମନା କଲା ପଶ୍ଚିମବଙ୍ଗ । କୁକୁଡ଼ା ଓ କୁକୁଡ଼ା ଜାତ ଦ୍ରବ୍ୟ ଆମଦାନୀ ଉପରେ କଟକଣା ଲଗାଇଛି ପଶ୍ଚିମବଙ୍ଗ ପଲ୍ୟୁଟ୍ରି ଫେଡେରେସନ୍ । ପିପିଲିର ଆବଲପୁର ଅଞ୍ଚଳରୁ ସଂଗୃହୀତ ନମୂନାରେ ଏଚ୍୫ ଏନ୍‌୧ ଏଭିଆନ୍ ଇନଫ୍ଲୁଏଞ୍ଜା ଭାଇରସ୍ ଚିହ୍ନଟ ହେବା ପରେ ଏହି ନିଷ୍ପଭି ନିଆଯାଇଥିବା ସୂଚନା ମିଳିଛି ।

ପଶ୍ଚିମବଙ୍ଗ ପଲ୍ୟୁଟ୍ରି ଫେଡେରେସନ ପକ୍ଷରୁ ସମସ୍ତ କୁକୁଡା ବ୍ୟବସାୟୀଙ୍କୁ ଏହି ସୂଚନା ଦିଆଯିବା ସହ ଓଡ଼ିଶାରୁ କୌଣସି ଜୀବନ୍ତ କୁକୁଡା ଓ କୁକୁଡା ଉତ୍ପାଦ ନଆଣିବା ପାଇଁ ନିର୍ଦେଶ ଦିଆଯାଇଛି। ଏଦିଗରେ ସମସ୍ତ ପ୍ରକାର ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ପିପିଲିରେ ବାର୍ଡ ଫ୍ଲୁ ଆତଙ୍କ ପରେ ଦୁଇ ଦିନରେ ୫ ହାଜରରୁ ଅଧିକ କୁକୁଡ଼ା ମରିସାରିଲେଣି ପ୍ରଶାସନ। ଚାଷୀମାନେ କ୍ଷତିପୁରୁଣ ପାଇଥିନାରୁ ବଢୁଛି ଅସନ୍ତୋଷ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe