ଯାତ୍ରା ଦେଖି ବିଳମ୍ବିତ ରାତିରେ ଘରକୁ ଫେରିବା ବେଳେ ମାଡ଼ିଗଲା ଗାଡ଼ି , ଚାଲିଗଲା ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଯାତ୍ରା ଦେଖି ବିଳମ୍ବିତ ରାତିରେ ଘରକୁ ଫେରିବା ବେଳେ ମାଡ଼ିଗଲା ଅଜଣା ଗାଡି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି ।

ACCIDENT

କନକ ବ୍ୟୁରୋ: ଯାତ୍ରା ଦେଖି ବିଳମ୍ବିତ ରାତିରେ ଘରକୁ ଫେରିବା ବେଳେ ମାଡ଼ିଗଲା ଅଜଣା ଗାଡି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ଅନୁଗୁଳ ଛେଣ୍ଡିପଦା, କାଦୁଅପାଳ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ସେହି ଗାଁର କିଶୋରୀ ନାଏକ । କ୍ଷତିପୂରଣ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ଲୋକ । ଫଳରେ ସେହି ରାସ୍ତାରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe