କିଏ ହେବ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ, କାଲି ବସିବ ବିଧାୟକ ଦଳ ବୈଠକ । ରେସର ସବୁଠୁ ଆଗରେ ଦେବେନ୍ଦ୍ର ଫଡନାଭିସ

Advertisment

ମହାରାଷ୍ଟ୍ରରେ ସରକାର କରିବ ବିଜେପି ନେତୃତ୍ବାଧୀନ ମହାୟୁତି ମେଣ୍ଟ ସରକାର ଗଠନ କରିବ । ହେଲେ ମହାରାଷ୍ଟ୍ରରେ କିଏ ହେବେ ମୁଖ୍ୟମନ୍ତ୍ରୀ ।

ମହାରାଷ୍ଟ୍ରରେ ସରକାର କରିବ ବିଜେପି ନେତୃତ୍ବାଧୀନ ମହାୟୁତି ମେଣ୍ଟ ସରକାର ଗଠନ କରିବ । ହେଲେ ମହାରାଷ୍ଟ୍ରରେ କିଏ ହେବେ ମୁଖ୍ୟମନ୍ତ୍ରୀ ।

Maharashtra

କନକ ବ୍ୟୁରୋ : ମହାରାଷ୍ଟ୍ରରେ ସରକାର କରିବ ବିଜେପି ନେତୃତ୍ବାଧୀନ ମହାୟୁତି ମେଣ୍ଟ ସରକାର ଗଠନ କରିବ । ହେଲେ ମହାରାଷ୍ଟ୍ରରେ କିଏ ହେବେ ମୁଖ୍ୟମନ୍ତ୍ରୀ । ଏକାନଥ ସିନ୍ଦେ ନା ଦେବେନ୍ଦ୍ର ଫଡନାଭିସ୍ । ଆସନ୍ତାକାଲି ବସୁଛି ବିଜେପି ବିଧାୟକ ଦଳ ବୈଠକ । ଏହି ବୈଠକରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ । ଏକନାଥ ସିନ୍ଦେ ଓ ଦେବେନ୍ଦ୍ର ଫଡନାଭିସଙ୍କ ମଧ୍ୟରୁ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଚର୍ଚ୍ଚା ଜୋର ଧରିଛି । ତେବେ ରେସରେ ଆଗରେ ଅଛନ୍ତି ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe