ପାରିବାରିକ କଳହକୁ ନେଇ ସ୍ବାମୀକୁ ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ : ଅଟକ ରଖି ପୁଲିସର ଜେରା

ଗତକାଲି ପାରିବାରିକ କଳହକୁ ନେଇ ରାତିରେ ଦୁଇ ଜଣଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ପରେ ସ୍ବାମୀ ଧ୍ରୁବ କେରକେଟାକୁ ତଣ୍ଟି ଚିପି ହତ୍ୟା କରିଛି ସ୍ତ୍ରୀ ।

husband

husband Photograph: (KanakNews)

କନକ ବ୍ୟୁରୋ : ସ୍ୱାମୀକୁ ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ। ସୁନ୍ଦରଗଡ଼ ଟାଉନ ଥାନା ହରିଓଁ କଲୋନୀରେ ଘଟିଛି ଏପରି ଘଟଣା । ଗତକାଲି ପାରିବାରିକ କଳହକୁ ନେଇ ରାତିରେ ଦୁଇ ଜଣଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ପରେ ସ୍ବାମୀ ଧ୍ରୁବ କେରକେଟାକୁ ତଣ୍ଟି ଚିପି ହତ୍ୟା କରିଛି ସ୍ତ୍ରୀ । ଏହା ପରେ ନିଜେ ମେଡିକାଲ ଯାଇ ଘଟଣାକୁ ଅନ୍ୟମୋଡ଼ ଦେବା ପାଇଁ ଯୋଜନା କରୁଥିଲା । ସନ୍ଦେହ ପରେ ମେଡିକାଲ କର୍ମଚାରୀ ପୁଲିସକୁ ଖବର ଦେଇଥିଲେ। ପୁଲିସ ସ୍ତ୍ରୀ ଉର୍ମିଳା କେରକେଟାଙ୍କୁ ଅଟକ ରଖି ପଚରାଉଚରା କରୁଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe