ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ : ଡିସେମ୍ବର ୨୦ ପର୍ଯ୍ୟନ୍ତ ଚାଲିବ ଅଧିବେଶନ ,ସବୁ ପ୍ରସଙ୍ଗରେ ହେବ ଆଲୋଚନା

Advertisment

ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ। ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ। ଏହି ସମୟରେ ସରକାର ସବୁ ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ।

ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ। ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ। ଏହି ସମୟରେ ସରକାର ସବୁ ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ।

winter

କନକବ୍ୟୁରୋ : ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ। ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ  ଚାଲିବ ଏହି ଅଧିବେଶନ। ଏହି ସମୟରେ ସରକାର ସବୁ ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ।

ଅଧିବେଶନରେ ଅତି କମ୍‌ରେ ୧୬ଟି ବିଲ୍‌ ଉପରେ ଆଲୋଚନା ହେବାର ଅଛି । ରାଜ୍ୟସଭା ସଚିବାଳୟ ଅନୁଯାୟୀ ଅଧିବେଶ ସମୟରେ ଗୃହର ୧୯ଟି ବୈଠକ ବସିବ। ୱକଫ୍ ବିଲ୍ ମଧ୍ୟ ଲୋକସଭାରେ ଆଗତ ହୋଇପାରେ ।

ଶୀତକାଳୀନ ଅଧିବେଶନ ପୂର୍ବରୁ ଗତକାଲି ବସିଥିଲା ସର୍ବଦଳୀୟ ବୈଠକ। ଏଥିରେ ୩୦ଟି ଦଳର ପ୍ରତିନିଧି ସାମିଲ ହୋଇଥିଲେ। ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୪୨ ଜଣ ନେତା ଯୋଗ ହୋଇଥିଲେ।  ଆଜି ଶୀତ ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ , ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ ,ସକାଳ ୧୦.୩୦ରେ  ଆରମ୍ଭ ହେବ ଏହି ବୈଠକ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe