କନକ ବ୍ୟୁରୋ: ନଭେମ୍ବର ୨୬ ତାରିଖରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ନଭେମ୍ବର ୨୬ ତାରିଖରୁ ଏହି ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ । ତେବେ ବିଧାନସଭା ସଚିବାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ଆସନ୍ତା ନଭେମ୍ବର ୨୬ ତାରିଖରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ ।
୨୬ରୁ ବିଧାନସଭା ଶୀତ ଅଧିବେଶନ
— Kanak News (@kanak_news) October 30, 2024
ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ
ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ ଅଧିବେଶନ
୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନ
ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ #Assembly#Odisha#KanakNewspic.twitter.com/ZVUi1xaW5Q
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/2024/10/30/sQgeEvVp7v3M51OtSf5R.jpg)