ନଭେମ୍ବର ୨୬ରୁ ଡିସେମ୍ବର ୩୧ ବିଧାନସଭା ଶୀତ ଅଧିବେଶନ । ନଭେମ୍ବର ୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନ

ନଭେମ୍ବର ୨୬ ତାରିଖରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ନଭେମ୍ବର ୨୬ ତାରିଖରୁ ଏହି ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ ।

winter session

କନକ ବ୍ୟୁରୋ: ନଭେମ୍ବର ୨୬ ତାରିଖରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ନଭେମ୍ବର ୨୬ ତାରିଖରୁ ଏହି ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ । ତେବେ ବିଧାନସଭା ସଚିବାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ଆସନ୍ତା ନଭେମ୍ବର ୨୬ ତାରିଖରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe