କନକ ବ୍ୟୁରୋ : ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ମର୍ଡର କେସର ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତ ପାଇଁ ବଢ଼ିଲା ଅଡ଼ୁଆ। ପ୍ରଥମ ସ୍ତ୍ରୀଙ୍କର ମୃତ୍ୟୁ ଘଟଣା ଓ ଶୁଭମିତ୍ରା ମର୍ଡର କେସ ଏବେ ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ।  କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ତଦନ୍ତ। କମିସନରେଟ ପୁଲିସକୁ ତଦନ୍ତରେ ସହାୟତା କରିବ କ୍ରାଇମବ୍ରାଞ୍ଚ ।
ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ମର୍ଡର କେସର ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତ ପାଇଁ ବଢ଼ିଲା ଅଡ଼ୁଆ। ପ୍ରଥମ ସ୍ତ୍ରୀଙ୍କର ମୃତ୍ୟୁ ଘଟଣା ଓ ଶୁଭମିତ୍ରା ମର୍ଡର କେସ ଏବେ ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ।   କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ତଦନ୍ତ। କମିସନରେଟ ପୁଲିସକୁ ତଦନ୍ତରେ ସହାୟତା କରିବ କ୍ରାଇମବ୍ରାଞ୍ଚ । କ୍ୟାପିଟାଲ ଥାନା ପୁଲିସ, ଖୁଣ୍ଟୁଣି ଥାନା ପୁଲିସ ଠାରୁ ମିଳିଥିବା ତଥ୍ୟ ପ୍ରମାଣର ହେବ ଖୋଳତାଡ଼। କ୍ରାଇମବ୍ରାଞ୍ଚ ସୂତ୍ରରୁ ଏହି ସୂଚନା ମିଳିଛି। ୬ ତାରିଖରେ କନଷ୍ଟେବଳ ଶୁଭମିତ୍ରାଙ୍କ ମିସିଂ, ୧୭ ତାରିଖରେ କେନ୍ଦୁଝରରେ ଗଳିତ ମୃତଦେହ ମିଳିବା ଘଟଣା ଓ ଦୀପକଙ୍କ ପ୍ରଥମ ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ହେବ ।
କ୍ୟାପିଟାଲ ଥାନା ପୁଲିସ, ଖୁଣ୍ଟୁଣି ଥାନା ପୁଲିସ ଠାରୁ ମିଳିଥିବା ତଥ୍ୟ ପ୍ରମାଣର ହେବ ଖୋଳତାଡ଼ ।  କ୍ରାଇମବ୍ରାଞ୍ଚ ସୂତ୍ରରୁ ଏହି ସୂଚନା ମିଳିଛି । ୬ ତାରିଖରେ କନଷ୍ଟେବଳ ଶୁଭମିତ୍ରାଙ୍କ ମିସିଂ, ୧୭ ତାରିଖରେ କେନ୍ଦୁଝରରେ ଗଳିତ ମୃତଦେହ ମିଳିବା ଘଟଣା ଓ ଦୀପକଙ୍କ ପ୍ରଥମ ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ହେବ ।  ସିଏଡବ୍ଲ୍ୟୁ ଆଣ୍ଡସିଡବ୍ଲ୍ୟୁ କେସକୁ ମନିଟର କରିବ ।