କନକ ବ୍ୟୁରୋ: ଏମିତି ବି ଆସେ ମୃତ୍ୟୁ। ରାତିରେ ଶୋଇଥିଲେ, କାମୁଡ଼ିଦେଲା ବିଷାକ୍ତ ସାପ । ଚାଲିଗଲା ମହିଳା ସରପଞ୍ଚଙ୍କ ଜୀବନ । ରାୟଗଡ଼ା କୁଲି ପଞ୍ଚାୟତର ମହିଳା ସରପଞ୍ଚଙ୍କ ମୃତ୍ୟୁ ହୋଇଛି ।
ମୃତକ ହେଲେ ମାଙ୍ଗି କାଡ୍ରାକା । ରାତିରେ ଶୋଇଥିବା ବେଳେ କେଉଁ ବିଷାକ୍ତ ସାପ କାମୁଡ଼ିଥିଲା । ସଙ୍ଗେ ସଙ୍ଗେ ରାୟଗଡ଼ା ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ଡାକ୍ତର ମୃତ ଘୋଷଣା କରିଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/09/07/snake_bites-2025-09-07-10-13-12.jpg)