ଚିକଚିକ୍ କରିବ ରାଜ୍ୟର ସମସ୍ତ ରାସ୍ତା । ସମୀକ୍ଷା ପରେ ବିଭାଗୀୟ ମନ୍ତ୍ରୀଙ୍କ ସୂଚନା

Advertisment

ପୂର୍ବରୁ କେବେ ଭୁବନେଶ୍ଵର କଟକ ରାସ୍ତା ମରାମତି ନେଇ ସମନ୍ଵୟ ବୈଠକ ବସି ନଥିଲା। ଆମ ସରକାର ଆସିବା ପରେ ଆଜି ପ୍ରଥମ ଥର ସମନ୍ଵୟ ବୈଠକ ବସିଛି । କଟକ ଭୁବନେଶ୍ଵରରେ ଟ୍ରାଫିକ ସମସ୍ୟା ଦୂର ଲାଗି ନୂଆ ରାସ୍ତା ତିଆରି ଉପରେ ଆଲୋଚନା ହେବ। ଅନ୍ୟପଟେ କଟକ ମେୟର ସୁବାସ ସିଂ କହିଛନ୍ତି, ଆଲୋଚନା ଫଳଫ୍ରଦ ହୋଇଛି। ପୂଜା ପୂର୍ବରୁ ରାସ୍ତା ମରାମତି କାମ ସୁରୁଖୁରୁରେ ଶେଷ ହେବ।

46p

କନକ ବ୍ୟୁରୋ : ଅକ୍ଟୋବର ୫ ସୁଦ୍ଧା ଦ୍ବୈତ ନଗରୀ ସମେତ ରାଜ୍ୟର ସବୁ ସହରରେ ସରିବ ରାସ୍ତା ମରାମତି କାର୍ୟ୍ୟ । ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ପ୍ରଥମ ଥର ଲାଗି ଆଜି ଦ୍ବୈତ ନଗରୀ ପାଇଁ ବସିଥିବା ସ୍ଵତନ୍ତ୍ର ବୈଠକ ପରେ ଏହି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜଳବନ୍ଦୀ ସମସ୍ୟା ଦୂର ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ । ସେହିପରି ମନ୍ତ୍ରୀ କହିଛନ୍ତି, ପୂର୍ବରୁ କେବେ ଭୁବନେଶ୍ଵର କଟକ ରାସ୍ତା ମରାମତି ନେଇ ସମନ୍ଵୟ ବୈଠକ ବସି ନଥିଲା। ଆମ ସରକାର ଆସିବା ପରେ ଆଜି ପ୍ରଥମ ଥର ସମନ୍ଵୟ ବୈଠକ ବସିଛି । କଟକ ଭୁବନେଶ୍ଵରରେ ଟ୍ରାଫିକ ସମସ୍ୟା ଦୂର ଲାଗି ନୂଆ ରାସ୍ତା ତିଆରି ଉପରେ ଆଲୋଚନା ହେବ। ଅନ୍ୟପଟେ କଟକ ମେୟର ସୁବାସ ସିଂ କହିଛନ୍ତି, ଆଲୋଚନା ଫଳଫ୍ରଦ ହୋଇଛି। ପୂଜା ପୂର୍ବରୁ ରାସ୍ତା ମରାମତି କାମ ସୁରୁଖୁରୁରେ ଶେଷ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe