ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁତୁହା ବର୍ଷା ଜାରି । ଆଗାମୀ ୩ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଆଲର୍ଟ

Advertisment

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପୁରୀ, ଭୁବନେଶ୍ବର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଚାଲିଛି । ଆଗାମୀ ୩ ଗଣ୍ଟା ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପୁରୀ, ଭୁବନେଶ୍ବର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଚାଲିଛି । ଆଗାମୀ ୩ ଗଣ୍ଟା ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

28ନ

କନକ ବ୍ୟୁରୋ : ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପୁରୀ, ଭୁବନେଶ୍ବର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଚାଲିଛି । ଆଗାମୀ ୩ ଗଣ୍ଟା ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ୧୩ ଜିଲ୍ଲା ହେଲା ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, କଟକ, ଖୋର୍ଦ୍ଧା, କେନ୍ଦୁଝର, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ ମୟୂରଭଂଜ, ଗଞ୍ଜାମ ଓ ପୁରୀ । 

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ମଧ୍ୟ ଉତ୍ତର ଓଡ଼ିଶାରେ ବିଶେଷ ଭାବେ ବର୍ଷାର ପ୍ରଭାବ ଅଧିକ ରହିବ । ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe