ଆଜିଠୁ ବଢିବ ବର୍ଷା : ୧୨ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି , ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

ଆଜିଠୁ ବଢିବ ବର୍ଷା ପରିମାଣ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ । ମୟୁରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ । ୧୨ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି । ଆଜିଠୁ ପ୍ରବଳ ବର୍ଷିବ

heavy-rain-
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe