କନକ ବ୍ୟୁରୋ : ଯୁବ ଇଞ୍ଜିନିୟର ତଥା ଓଡ଼ିଆ ରାପ୍ ସିଙ୍ଗର ଅଭିନବ ସିଂଙ୍କ ଆତ୍ମହତ୍ୟା। ବାଙ୍ଗାଲୋରରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ସ୍ତ୍ରୀଙ୍କ ଠାରୁ ନିର୍ୟାତନା ପାଇ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି । ତାଙ୍କ ମୃତ୍ୟୁ ପରେ ବାଙ୍ଗାଲୋରର ଏକ ସ୍ଥାନୀୟ ଥାନାରେ ପରିବାର ଲୋକ ଲିଖିତ ଅଭିଯୋଗ କରିଛନ୍ତି। ମାନସୀକ ଚାପରେ ଥିବା ନେଇ ପରିବାର ଲୋକ ଅଭିଯୋଗ କରିଛନ୍ତି। ତାଙ୍କ ଘର କଟକର କାଳିଗଳି ନିକଟରେ। ତେବେ ସେ ବାଙ୍ଗାଲୋରରେ ରହୁଥିବା ବେଳେ ସେଠାରେ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।
କଟକରେ ଯୁବ ଇଞ୍ଜିନିୟରଙ୍କ ଆତ୍ମହତ୍ୟା ଅଭିଯୋଗ । ବେଙ୍ଗାଲୁରୁରେ ବିଷ ପିଇ ଆତ୍ମହତ୍ୟା କଲେ ଅଭିନବ ସିଂ
ତାଙ୍କ ମୃତ୍ୟୁ ପରେ ବାଙ୍ଗାଲୋରର ଏକ ସ୍ଥାନୀୟ ଥାନାରେ ପରିବାର ଲୋକ ଲିଖିତ ଅଭିଯୋଗ କରିଛନ୍ତି। ମାନସୀକ ଚାପରେ ଥିବା ନେଇ ପରିବାର ଲୋକ ଅଭିଯୋଗ କରିଛନ୍ତି। ତାଙ୍କ ଘର କଟକର କାଳିଗଳି ନିକଟରେ। ତେବେ ସେ ବାଙ୍ଗାଲୋରରେ ରହୁଥିବା ବେଳେ ସେଠାରେ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।
/kanak/media/media_files/2025/02/12/AwvrBuVUZOTF8ga3tgOn.jpg)