ରତ୍ନସିଂହାସନକୁ ଫେରୁଛନ୍ତି ମହାପ୍ରଭୁ ! ସରିଲା ରଥଯାତ୍ରାର ଲୀଳାଖେଳ

ରତ୍ନସିଂହାସନକୁ ଫେରୁଛନ୍ତି ମହାପ୍ରଭୁ ! ସରିଲା ରଥଯାତ୍ରାର ଲୀଳାଖେଳ

କନକ ବ୍ୟୁରୋ : ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି । ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ଫେରୁଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ । ମନମୋହନ ଓ ରାମକୃଷ୍ଣଙ୍କ ପରେ ଶ୍ରୀସୁଦର୍ଶନଙ୍କୁ ପହଣ୍ଡି କରାଯାଇଛି । ଏହା ପରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ପହଣ୍ଡି କରାଯିବ । ବଡ ଦାଣ୍ଡରେ ମହାପ୍ରଭୁଙ୍କ ଏହି ଅପୂର୍ବ ରୂପ ଶୋଭାର ଦର୍ଶନ ଲାଗି ଶ୍ରୀକ୍ଷେତ୍ରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଗହଳି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe