କନକ ବ୍ୟୁରୋ: ଲୋକସଭାରେ କାଟ୍ ଖାଇଲା ଅନାସ୍ଥା ପ୍ରସ୍ତାବ । ବାଚନିକ ଭୋଟରେ କାଟ୍ ଖାଇଲା ଅନାସ୍ଥା ପ୍ରସ୍ତାବ । ମଣିପୁର ହିଂସା ନେଇ ବିରୋଧୀ ମୋଦୀ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ । ବିରୋଧୀଙ୍କ ପକ୍ଷରୁ ସାଂସଦ ଗୌରବ ଗୋଗୋଇ ଏହି ପ୍ରସ୍ତାବ ଲୋକସଭାରେ ଉପସ୍ଥାପନ କରିଥିଲେ ।
#WATCH | No Confidence Motion defeated in the Lok Sabha through voice vote. https://t.co/hRwQT75Z6n pic.twitter.com/SfPOzCEFNO
— ANI (@ANI) August 10, 2023