କନକ ବ୍ୟୁରୋ: ୨୩ ରାତିରୁ ବର୍ଷା ଆରମ୍ଭ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ । ସେ କହିଛନ୍ତି ଓଡିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ପଡିବ ନାହିଁ । ୨୩ ତାରିଖ ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ । ୨୫ ତାରିଖ ରାତିରୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜଗତସିଂହପୁର, କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ,ପୁରୀ ଜିଲ୍ଲାରେ ବି ପ୍ରବଳ ବର୍ଷା ହେବ । ସେହିଭଳି ୨୬ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।
ଓଡିଶା ଉପରେ ପଡିବନି ବାତ୍ୟାର ସିଧାସଳଖ ପ୍ରଭାବ। ୨୩ ରାତିରୁ ବର୍ଷା ଆରମ୍ଭ: ଏଚ ଆର ବିଶ୍ୱାସ
/kanak/media/post_attachments/wp-content/uploads/2022/10/vlcsnap-2022-10-21-14h39m40s212.png)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)