କନକବ୍ୟୁରୋ : ବିଜେଡିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ବି ଆଜି ନାମାଙ୍କନ ଭରିବେ । ଏକ ବିଶାଳ ଶୋଭାଯାତ୍ରାରେ ଯାଇ ନାମାଙ୍କନ ପତ୍ର ଦାଖଲ କରିବେ ପ୍ରଣବ ପ୍ରକାଶ ଦାସ । ତାଙ୍କ ସହ ବହୁ ବିଜେଡି କର୍ମୀ ଓ ସମର୍ଥକ ଉପସ୍ଥିତ ରହିବେ ।
ପ୍ରଥମେ ବାଲିବନ୍ଧରୁ ବାହାରିବ ଶୋଭାଯାତ୍ରା । ଏହି ଶୋଭାଯାତ୍ରା କୁଞ୍ଜେଲପଡ଼ା, ଝାଡୁଆପଦା, ନନ୍ଦପଡ଼ା, ଅଲତାପଡ଼ା, ଦଳେଇପଡ଼ା, ମ୍ୟୁନିସିପାଲିଟି ଛକ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିବ ବୋଲି ଜଣାପଡ଼ିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/04/pranab.jpeg)