କନକ ବ୍ୟୁରୋ: ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ଆସନ୍ତା ୧୫ ତାରିଖ ଯାଏଁ ହେବ ନାମାଙ୍କନ ଦାଖଲ । ଏହାପରେ ୧୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୨୦ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହର ହେବ । ଫେବୃଆରୀ ୨୭ ତାରିଖରେ ନିର୍ବାଚନ ହେବ । ଓଡିଶାର ୩ଟି ଆସନ ପାଇଁ ନିର୍ବାଚନ ହେବାକୁ ଯାଉଛି ।୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସ ପାଇଁ ନିର୍ବାଚନ ହେବ ।