କନକ ବ୍ୟୁରୋ: ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଓଏଏସ୍ ଆଦିତ୍ୟ ମହାପାତ୍ର। ବିରୋଧୀ ଦଳ ନେତା ଭାବେ ନବୀନଙ୍କ ବ୍ୟକ୍ତିଗତ ସଚିବ ହୋଇଛନ୍ତି ବରିଷ୍ଠ ଅଧିକାରୀ ଆଦିତ୍ୟ ମହାପାତ୍ର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ହେଲେ ବରିଷ୍ଠ ଓଏଏସ୍ ଆଦିତ୍ୟ ମହାପାତ୍ର ; ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
/kanak/media/post_attachments/wp-content/uploads/2024/07/30-1.jpg)