କନକ ବ୍ୟୁରୋ : ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ଘରୁ ମିଳିଲା ତିନି ଜଣଙ୍କ ମୃତଦେହ । ୧୪ ମାସର ଶିଶୁ କନ୍ୟାକୁ ହତ୍ୟା କରି ଝୁଲି ପଡ଼ିଲେ ବାପା ଓ ମା’ । ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ୱର ଅଞ୍ଚଳରେ ଘଟିଛି ଏଭଳି ଚାଞ୍ଚଲ୍ୟକର ଘଟଣା । ସମସ୍ତ ମୃତକଙ୍କ ଘର ମହାରାଷ୍ଟ୍ରରେ ବୋଲି ଜଣାପଡ଼ିଛି । ସମ୍ପତ୍ତି ବିବାଦକୁ ନେଇ ଆତ୍ମହତ୍ୟା କରିଥିବା ସୂଚନା ଦେଇଛି ପୋଲିସ ।
ଭୁବନେଶ୍ୱର ଚିନ୍ତାମଣିଶ୍ୱର ଅଞ୍ଚଳରେ ଚାଞ୍ଚଲ୍ୟ : ୧୪ମାସର ଶିଶୁକୁ ହତ୍ୟା ପରେ ବାପା-ମା’ଙ୍କ ଆତ୍ମହତ୍ୟା
/kanak/media/post_attachments/wp-content/uploads/2022/04/37-17.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)