କନକ ବ୍ୟୁରୋ : ଆଜି ବି ଚାଲି ପାରିଲାନି ବିଧାନସଭା । ଖଣି ଦୁର୍ନୀତି ପ୍ରସଙ୍ଗରେ କଂଗ୍ରେସ ଦେଇଥିବା ମୂଲତବୀ ପ୍ରସ୍ତାବ ଆଣିଥିଲା କଂଗ୍ରେସ । କିନ୍ତୁ ଏହି ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ ନ କରିବାରୁ ଗୃହରେ ହୋହାଲା କରିଥିଲେ କଂଗ୍ରେସ ସଦସ୍ୟ । ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ । ବିଜେପି ସଦସ୍ୟମାନେ ବି ଗୃହର ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଥିଲେ । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।
ଏହି ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ ନ କରିବାରୁ ଗୃହରେ ହୋହାଲା କରିଥିଲେ କଂଗ୍ରେସ ସଦସ୍ୟ । ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ । ବିଜେପି ସଦସ୍ୟମାନେ ବି ଗୃହର ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଥିଲେ । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟକୁ ୧୧ ଟା ୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/09/15-10.jpg)