କନକ ବ୍ୟୁରୋ : ମୋହନ ସରକାର ପ୍ରଥମଥର ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ଚଳିତ ବଜେଟରେ ରାଜ୍ୟ ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ସହ ଏଥିପାଇଁ ବଜେଟରେ ୫୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରିଛନ୍ତି । ଏହି ଯୋଜନା ମାଧ୍ୟମରେ ରାଜ୍ୟର ଗରିବ ଶ୍ରେଣୀର ଲୋକ ବିନା ମୂଲ୍ୟରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସେବା ପାଇପାରିବେ ।
ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ରାଜ୍ୟ ବଜେଟରେ ୫୦୦ କୋଟିର ବ୍ୟୟ ଅଟକଳ ରଖିଲେ ରାଜ୍ୟ ସରକାର
/kanak/media/post_attachments/wp-content/uploads/2024/07/24-11.jpg)