ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ : ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା

ଦିଲ୍ଲୀରେ ନୀତି ଆୟୋଗ ବୈଠକରେ ସାମିଲ ହେଲାନି ଓଡ଼ିଶା : ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ୮ଟି ପ୍ରସଙ୍ଗରେ ଆଲୋଚନା

କନକ ବ୍ୟୁରୋ : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା ରହିଛି । ଗତ ୧୫ ତାରିଖରେ କ୍ୟାବିନେଟ୍‌ ବୈଠକ ବସି ୯ଟି ପ୍ରସ୍ତାବ ପାରିତ ହୋଇଥିଲା । ପୁଣି ସପ୍ତାହେ ବ୍ୟବଧାନରେ କ୍ୟାବିନେଟ୍‌ ଡକାଯାଇଥିବାରୁ ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe