ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ : ୧୦ରୁ ଅଧିକ ଗୁୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର

221

କନକ ବ୍ୟୁରୋ : ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏଥିରେ ଆଜି ୧୦ରୁ ଅଧିକ ଗୁୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିପାରେ । ମିଶନ ଶକ୍ତି ମହିଳାଙ୍କ ପାଇଁ ବୈଠକରେ ରାଜ୍ୟ ସରକାର ବଡ଼ ଘୋଷଣା କରିପାରନ୍ତି ।