କନକ ବ୍ୟୁରୋ: ଯୁକ୍ତ ୨ରେ ହେବ ତ୍ରୟ-ମାସିକ ପରୀକ୍ଷା । ରାଜ୍ୟରେ ଚଳିତ ୨୦୨୨-୨୩ ଶିକ୍ଷା ବର୍ଷରେ ପରୀକ୍ଷା କରାଯିବା ନେଇ ନିଷ୍ପତ୍ତି ହୋଇଛି । ତେଣୁ ପ୍ରତି ତିନି ମାସରେ ପରୀକ୍ଷା ହେବ । ହାଇୟର ସେକେଣ୍ଡାରୀ ସ୍କୁଲ ସ୍ତରରେ ପରୀକ୍ଷା କରାଯିବ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
+୨ରେ ହେବ ତ୍ରୟ-ମାସିକ ପରୀକ୍ଷା, ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ।
/kanak/media/post_attachments/wp-content/uploads/2022/08/IMAGE_1645071274.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)