ପ୍ୟାରୀମୋହନ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ!

44

କନକ ବ୍ୟୁରୋ : ପୂର୍ବତନ ସାଂସଦ ତଥା ଓଡିଶା ଜନମୋର୍ଚ୍ଚାର ମୁଖ୍ୟ ପ୍ୟାରୀମୋହନ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଅତି ସଙ୍କଟାପନ୍ନ ଥିବା ସୂଚନା ମିଳିଛି । ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି । ତାଙ୍କୁ ଭେଂଟିଲେଟରରେ ରଖାଯାଇଥିବା ଜଣାପଡିଛି । ତେବେ ତାଙ୍କର ଏକାଧିକ ଅଙ୍ଗ ଅଚଳ ହୋଇପଡିଥିବା ସୂଚନା ମିଳିଛି । ଗତ କିଛି ମାସ ହେଲା ହିନ୍ଦୁଜା ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି ।