କନକ ବ୍ୟୁରୋ : ରାଜଧାନୀରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠାରୁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ ବନ୍ଦ ରହିବ । ମେ ୧୫ ତାରିଖ ଯାଏଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ବନ୍ଦ ଅବଧିରେ, ମାରାତ୍ମକ ଜୀବାଣୁ ସଂକ୍ରମଣକୁ ରୋକିବା ପାଇଁ ବନ୍ୟଜନ୍ତୁଙ୍କ ବାସସ୍ଥାନକୁ ପରିଷ୍କାର କରାଯିବ।
ମେ’ ୧ ରୁ ୧୫ ତାରିଖ ଯାଏଁ ବନ୍ଦ ରହିବ ନନ୍ଦନକାନନ ଓ ବଟାନିକାଲ୍ ଗାର୍ଡ଼େନ୍ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିଆଗଲା ନିଷ୍ପତ୍ତି
/kanak/media/post_attachments/wp-content/uploads/2021/04/13-29.jpg)