କନକ ବ୍ୟୁରୋ : ରାଜଧାନୀରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠାରୁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ ବନ୍ଦ ରହିବ । ମେ ୧୫ ତାରିଖ ଯାଏଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ବନ୍ଦ ଅବଧିରେ, ମାରାତ୍ମକ ଜୀବାଣୁ ସଂକ୍ରମଣକୁ ରୋକିବା ପାଇଁ ବନ୍ୟଜନ୍ତୁଙ୍କ ବାସସ୍ଥାନକୁ ପରିଷ୍କାର କରାଯିବ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us