ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ମୃତକଙ୍କ ମଧ୍ୟରେ ବାଲେଶ୍ୱରର ଜଣେ ୬ ବର୍ଷର ଝିଅ

ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ମୃତକଙ୍କ ମଧ୍ୟରେ ବାଲେଶ୍ୱରର ଜଣେ ୬ ବର୍ଷର ଝିଅ

କନକ ବ୍ୟୁରୋ : ରାଜ୍ୟରେ ଆଉ ୭ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ । ମୃତକଙ୍କ ମଧ୍ୟରେ ଜଣେ ୬ ବର୍ଷର ଝିଅ ରହିଛନ୍ତି । ବାଲେଶ୍ୱରର ୬ ବର୍ଷର ଝିଅର ମୃତ୍ୟୁ ହୋଇଥିବା ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨ ଜଣ ଥିବା ବେଳେ ବାଲେଶ୍ବର, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe