କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ପରେ ବଡ ଘୋଷଣା କଲେ ଗୌତମ ଆଦାନୀ, ବାପାମାଆ ହରାଇଥିବା ପିଲାଙ୍କ ପାଠପଢା ଦାୟିତ୍ୱ ନେବ ଆଦାନୀ ଗ୍ରୁପ୍

Advertisment
କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ପରେ ବଡ ଘୋଷଣା କଲେ ଗୌତମ ଆଦାନୀ, ବାପାମାଆ ହରାଇଥିବା ପିଲାଙ୍କ ପାଠପଢା ଦାୟିତ୍ୱ ନେବ ଆଦାନୀ ଗ୍ରୁପ୍

କନକ ବ୍ୟୁରୋ: ବାହାନଗାରେ ଟ୍ରେନ ଦୁର୍ଘଟଣା ନେଇ ଗୌତମ ଆଦାନୀଙ୍କ ବଡ ଘୋଷଣା । ବାପା ମାଆଙ୍କୁ ହରାଇଥିବା ପିଲାଙ୍କୁ ପାଠପଢାଇବ ଆଦାନୀ ଗ୍ରୁପ । ଦୁର୍ଘଟଣାରେ ପରିବାରକୁ ହରାଇଥିବା ପିଲାଙ୍କ ପଢାଖର୍ଚ୍ଚ ନେବ ଆଦାନୀ ଗ୍ରୁପ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe