ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ; ଆଜି ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ରଖିବେ ଓଡ଼ିଶାର ପକ୍ଷ 

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ; ଆଜି ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ରଖିବେ ଓଡ଼ିଶାର ପକ୍ଷ 

କନକ ବ୍ୟୁରୋ: ଆଜି ଦିଲ୍ଲୀରେ ବସିବ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକ। ପୂର୍ବାହ୍ନରେ ଏହି ବୈଠକ ବସିବାର ଅଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ରାଜ୍ୟରେ କୋଷ୍ଟାଲ ହାଇୱେ ଏବଂ ରୋଡ ନେଟୱର୍କ ଲାଗି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଏଥିପାଇଁ ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଛନ୍ତି। ଜାତୀୟ ରାଜପଥ ନିର୍ମାଣ ବୈଠକରେ ଯୋଗଦେବା ପରେ ଆସନ୍ତାକାଲି ସେ ଓଡ଼ିଶା ଫେରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe