କନକ ବ୍ୟୁରୋ : ବିଧାନସଭା ବଜେଟ୍ ଅଧିବେଶନ ଦ୍ୱିତୀୟ ପର୍ଯ୍ୟାୟର ଆଜି ଦ୍ୱିତୀୟ ଦିନ । ଆଜି ବି ଚାଷୀ ଆତ୍ମହତ୍ୟାକୁ ନେଇ ସରଗରମ ଗୃହ । ଗୃହ ଆରମ୍ଭରୁ ପ୍ରଶ୍ନକାଳ ବେଳେ ବିଜେପି ସଦସ୍ୟ ହୋହାଲ୍ଲା କରିଥିଲେ । ବାଚସ୍ପତିଙ୍କ ପୋଡିୟମ ଆଗରେ ବିଜେପି ବିଧାୟକ ମାନେ ହଟ୍ଟଗୋଳ କରିଥିଲେ । ଫଳରେ ଗୃହକୁ ଘଂଟାଏ ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ।
ବିଧାନସଭାରେ ପୁଣି ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ! ପ୍ରଶ୍ନକାଳ ବେଳେ ବିଜେପି ବିଧାୟକଙ୍କ ହଟ୍ଟଗୋଳ, ଘଂଟାଏ ଯାଏ ଗୃହ ମୁଲତବୀ
/kanak/media/post_attachments/wp-content/uploads/2017/03/vlcsnap-2017-03-15-11h11m35s425.png)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)