କନକ ବ୍ୟୁରୋ : ବିଧାନସଭା ବଜେଟ୍ ଅଧିବେଶନ ଦ୍ୱିତୀୟ ପର୍ଯ୍ୟାୟର ଆଜି ଦ୍ୱିତୀୟ ଦିନ । ଆଜି ବି ଚାଷୀ ଆତ୍ମହତ୍ୟାକୁ ନେଇ ସରଗରମ ଗୃହ । ଗୃହ ଆରମ୍ଭରୁ ପ୍ରଶ୍ନକାଳ ବେଳେ ବିଜେପି ସଦସ୍ୟ ହୋହାଲ୍ଲା କରିଥିଲେ । ବାଚସ୍ପତିଙ୍କ ପୋଡିୟମ ଆଗରେ ବିଜେପି ବିଧାୟକ ମାନେ ହଟ୍ଟଗୋଳ କରିଥିଲେ । ଫଳରେ ଗୃହକୁ ଘଂଟାଏ ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ।

Advertisment