ବିଧାନସଭାରେ ପୁଣି ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ! ପ୍ରଶ୍ନକାଳ ବେଳେ ବିଜେପି ବିଧାୟକଙ୍କ ହଟ୍ଟଗୋଳ, ଘଂଟାଏ ଯାଏ ଗୃହ ମୁଲତବୀ

Advertisment
ବିଧାନସଭାରେ ପୁଣି ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ !  ପ୍ରଶ୍ନକାଳ ବେଳେ ବିଜେପି ବିଧାୟକଙ୍କ ହଟ୍ଟଗୋଳ, ଘଂଟାଏ ଯାଏ ଗୃହ ମୁଲତବୀ

କନକ ବ୍ୟୁରୋ : ବିଧାନସଭା ବଜେଟ୍ ଅଧିବେଶନ ଦ୍ୱିତୀୟ ପର୍ଯ୍ୟାୟର ଆଜି ଦ୍ୱିତୀୟ ଦିନ । ଆଜି ବି ଚାଷୀ ଆତ୍ମହତ୍ୟାକୁ ନେଇ ସରଗରମ ଗୃହ । ଗୃହ ଆରମ୍ଭରୁ ପ୍ରଶ୍ନକାଳ ବେଳେ ବିଜେପି ସଦସ୍ୟ ହୋହାଲ୍ଲା କରିଥିଲେ । ବାଚସ୍ପତିଙ୍କ ପୋଡିୟମ ଆଗରେ ବିଜେପି ବିଧାୟକ ମାନେ ହଟ୍ଟଗୋଳ କରିଥିଲେ । ଫଳରେ ଗୃହକୁ ଘଂଟାଏ ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe