ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ।

1,223

କନକ ବ୍ୟୁରୋ: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ । ଏହା ସହ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ରାଜ୍ୟରୁ ପ୍ରଥମ କରୋନା ସଂକ୍ରମିତଙ୍କୁ ନେଇ ସୂଚନା ଦିଆଯାଇଥିଲା । ତେବେ ତାଙ୍କର ସ୍ୱାସ୍ଥବସ୍ଥା ଠିକ୍ ରହିଛି ଏବଂ ସେ ହସ୍ପିଟାଲ ନଯାଇ ଘରେ ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ।