ବନ୍ଦ ହେଲା ରାଜଧାନୀର ଅକ୍ସଫୋର୍ଡ କଲେଜ ଅଫ ଇଂଜିନିୟରିଂ ଆଣ୍ଡ ମ୍ୟାନେଜମେଂଟ । କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ବିଏମସିର କାର୍ଯ୍ୟାନୁଷ୍ଠାନ 

Advertisment
ବନ୍ଦ ହେଲା ରାଜଧାନୀର ଅକ୍ସଫୋର୍ଡ କଲେଜ ଅଫ ଇଂଜିନିୟରିଂ ଆଣ୍ଡ ମ୍ୟାନେଜମେଂଟ । କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ବିଏମସିର କାର୍ଯ୍ୟାନୁଷ୍ଠାନ 

କନକ ବ୍ୟୁରୋ: କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଏକ ଶିକ୍ଷାନୁଷ୍ଠାନ ବନ୍ଦ । ରାଜଧାନୀ ଉପକଣ୍ଠ ପଳାସପଲ୍ଲୀରେ ଥିବା ଅକ୍ସଫୋର୍ଡ କଲେଜ ଅଫ ଇଂଜିନିୟରିଂ ଆଣ୍ଡ ମ୍ୟାନେଜମେଂଟକୁ ବନ୍ଦ କରିଛି ବିଏମସି । କୋଭିଡ ଗାଇଡ ଲାଇନକୁ ଅକ୍ସଫୋର୍ଡ ଇଂଜିନିୟରିଂ କଲେଜରେ ଖୋଲାଖୋଲି ଉଲ୍ଲଂଘନ ଅଭିଯୋଗରେ ଶିକ୍ଷାନୁଷ୍ଠାନକୁ ବନ୍ଦ କରିଛି ଜୋନାଲ ଏନଫୋର୍ସମେଂଟ ଟିମ୍ ।

ରାଜ୍ୟରେ କରୋନା ବଢୁଥିବା ବେଳେ ଏବେ ପୁଣି ନିୟମ କଡାକଡି କରାଯାଇଛି । ଭୁବନେଶ୍ୱରରେ ଅଧିକ ଶିକ୍ଷାନୁଷ୍ଠାନ ଗୁଡିକରେ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଏହାପରେ ଶିକ୍ଷାନୁଷ୍ଠାନ ଗୁଡିକରେ କରୋନା ନିୟମକୁ କଡାକଡି କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe