ପଦ୍ମପୁର ଉପନିର୍ବାଚନ: ସତ୍ୟଭୂଷଣ ସାହୁ କଂଗ୍ରେସର ପ୍ରାର୍ଥୀ ।

146

କନକ ବ୍ୟୁରୋ: ପଦ୍ମପୁର ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା । ସତ୍ୟଭୂଷଣ ସାହୁ କଂଗ୍ରେସର ପ୍ରାର୍ଥୀ ହୋଇଛନ୍ତି । ଏଆଇସିସି ପକ୍ଷରୁ ସତ୍ୟଭୂଷଣଙ୍କ ନାମରେ ମୋହର ବାଜିଛି । ଏନେଇ ପ୍ରେସବିଜ୍ଞପ୍ତି ମାଧ୍ୟମରେ ଜଣାଇ ଦିଆଯାଇଛି । ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ଅନୁମୋଦନ ପରେ ପ୍ରାର୍ଥୀ ନାଁ ଘୋଷଣା କରାଯାଇଛି ।