କନକ ବ୍ୟୁରୋ: ଆସନ୍ତାକାଲି ପଦ୍ମପୁର ଉପନିର୍ବାଚନ ଭୋଟ ଗଣତି ହେବ । ୨୩ ରାଉଣ୍ଡରେ ହେବ ପୂରା ଗଣତି ପ୍ରକ୍ରିୟା । ଏନେଇ ପ୍ରେସମିଟରେ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ପ୍ରଥମେ ପୋଷ୍ଟାଲ ବାଲାଟର ଗଣତି ହେବ । ସକାଳ ୮ଟାରୁ ଆରମ୍ଭ ହେବ ଭୋଟ ଗଣତି ପ୍ରକ୍ରିୟା । ସେହିଭଳି ସକାଳା ୮ଟା ୩୦ରେ ଆରମ୍ଭ ହେବ ଇଭିଏମର ଗଣତି । ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେବ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us