କନକ ବ୍ୟୁରୋ: ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ । ୨ ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ ।
ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ । ୨୦୧୯ ମାର୍ଚ୍ଚ ୧୬ରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ ।
ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ; ଆଜି ଭୋର ୫ଟାରେ ଏସସିବିରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ
/kanak/media/post_attachments/wp-content/uploads/2024/07/4-29.jpg)