କନକ ବ୍ୟୁରୋ: ଭୋଟ ବାକ୍ସରୁ ଖୋଲୁଛି ପ୍ରାର୍ଥୀଙ୍କ ଭବିଷ୍ୟତ, ମୋଟ୍ ୮୫୧ ଜିଲ୍ଲା ପରିଷଦ ଆସନ ମଧ୍ୟରୁ ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଆସନ ପାଇଁ ଚାଲିଛି ଭୋଟ୍ ଗଣତି । ରାତି ୯ଟା ୫୦ ସୁଦ୍ଧା ଆସିଥିବା ଟ୍ରେଣ୍ଡରେ ବିଜେଡି ୨୮୦ ଜୋନରେ ଆଗୁଆ ରହିଥିବାବେଳେ ବିଜେପି ୧୪ ଏବଂ କଂଗ୍ରେସ ୧୬ଟି ଜୋନରେ ଆଗେଇ ଚାଲିଛି । ଏବଂ ଅନ୍ୟାନ୍ୟ ପ୍ରାର୍ଥୀ ୫ଟି ଜୋନରେ ଆଗୁଆ ରହିଛନ୍ତି । ତେବେ ଯେଉଁ ଯେଉଁ ଆସନରେ ୨୦୧୭ରେ ବିଜେପି ବା କଂଗ୍ରେସ ବାଜିମାତ୍ କରିଥିଲେ ସେଠାରେ ଏବେ ଆସୁଥିବା ଟ୍ରେଣ୍ଡ ହିସାବରେ ପୂରା ପଛରେ ପଡ଼ି ଯାଇଛି ବିରୋଧୀ ।

Advertisment