କନକ ବ୍ୟୁରୋ: ଭୋଟ ବାକ୍ସରୁ ଖୋଲୁଛି ପ୍ରାର୍ଥୀଙ୍କ ଭବିଷ୍ୟତ, ରାଜ୍ୟର ମୋଟ୍ ୮୫୧ ଜିଲ୍ଲା ପରିଷଦ ଜୋନ୍ ମଧ୍ୟରୁ ଦ୍ୱିତୀୟ ଦିନରେ ୩୦୬ଟି ଜିଲ୍ଲା ପରିଷଦ ଆସନ ପାଇଁ ଚାଲିଛି ଭୋଟ୍ ଗଣତି । ତେବେ ସନ୍ଧ୍ୟା ୫ଟା ୧୦ ସୁଦ୍ଧା ଆସିଥିବା ଟ୍ରେଣ୍ଡ୍ ମୁତାବକ ୮୫୧ଟି ଜୋନରୁ ବିଜେଡି ୫୪୭ଟି ଜୋନରେ ଆଗୁଆ ରହିଛି, ବିଜେପି ୩୨ ଏବଂ କଂଗ୍ରେସ ୩୨ ଜୋନରେ ଆଗୁଆ ରହିଛି । ସେହିପରି ୭ଟିି ଜୋନରେ ଅନ୍ୟାନ୍ୟ ଦଳର ପ୍ରାର୍ଥୀ ଆଗୁଆ ରହିଛନ୍ତି ।

Advertisment