ପଞ୍ଚାୟତ ଫଇସଲା: ଅପରାହ୍ନ ସାଢ଼େ ୪ଟା ସୁଦ୍ଧାର ଟ୍ରେଣ୍ଡ୍, କିଏ କେତେ ଜୋନରେ ଆଗୁଆ ପଢ଼ନ୍ତୁ,

Advertisment
ପଞ୍ଚାୟତ ଫଇସଲା: କଣ କହୁଛି ସନ୍ଧ୍ୟା ୭ଟା ୨୦ ସୁଦ୍ଧାର ଟ୍ରେଣ୍ଡ? ଏହି ସବୁ ଜିଲ୍ଲାରେ ଖାତା ଖୋଲିପାରିନାହାନ୍ତି ବିରୋଧୀ 

କନକ ବ୍ୟୁରୋ: ଭୋଟ ବାକ୍ସରୁ ଖୋଲୁଛି ପ୍ରାର୍ଥୀଙ୍କ ଭବିଷ୍ୟତ, ତୃତୀୟ ଦିନରେ ୨୩୧ଟି ଜିଲ୍ଲା ପରିଷଦ ଆସନ ପାଇଁ ଚାଲିଛି ଭୋଟ୍ ଗଣତି । ଅପରାହ୍ନ ୪ଟା ୩୦ ସୁଦ୍ଧା ଆସିଥିବା ଟ୍ରେଣ୍ଡ୍ ମୁତାବକ ୮୫୧ଟି ଜୋନରୁ ବିଜେଡି ୭୬୦ଟି ଜୋନରେ ଆଗୁଆ ରହିଛି, ବିଜେପି ୪୭ ଏବଂ କଂଗ୍ରେସ ୩୭ ଜୋନରେ ଆଗୁଆ ରହିଛି । ସେହିପରି ୩ଟି ଜୋନରେ ସ୍ୱାଧିନ ପ୍ରାର୍ଥୀ ଆଗୁଆ ରହିଥିବାବେଳେ ୪ଟିି ଜୋନରେ ଅନ୍ୟାନ୍ୟ ଦଳର ପ୍ରାର୍ଥୀ ଆଗୁଆ ରହିଛନ୍ତି ।

ସେପଟେ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଏବେସୁଦ୍ଧା ହୋଇଥିବା ଗଣତିର ଫଳାଫଳ ପ୍ରକାଶ କରାଯାଇଛି । ଏଯାବତ୍ ସଦ୍ୟତମ ତଥ୍ୟ ମୁତାବକ ୮୫୧ ଜୋନରୁ ବିଜେଡି ୫୫୩ ଜୋନରେ ବିଜୟୀ, ୩୧ଟି ଜୋନରେ ବିଜେପି ବିଜୟୀ ହୋଇଥିବାବେଳେ କଂଗ୍ରେସ ୩୦ଟି ଓ ୬ଟି ଜୋନରେ ଅନ୍ୟାନ୍ୟ ପ୍ରାର୍ଥୀ ବିଜୟୀ ହୋଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe