ପଞ୍ଚାୟତ ଫଇସଲା: ଦ୍ୱିତୀୟ ଦିନର ଗଣତି ଜାରି, ଅପରାହ୍ନ ୪ଟା ୫୦ ସୁଦ୍ଧା କିଏ ଆଗରେ କିଏ ପଛରେ ପଢ଼ନ୍ତୁ...

Advertisment
ପଞ୍ଚାୟତ ଫଇସଲା: ଦ୍ୱିତୀୟ ଦିନର ଗଣତି ଜାରି, ଅପରାହ୍ନ ୪ଟା ୫୦ ସୁଦ୍ଧା କିଏ ଆଗରେ କିଏ ପଛରେ ପଢ଼ନ୍ତୁ...

କନକ ବ୍ୟୁରୋ: ଦ୍ୱିତୀୟ ଦିନର କାଉଣ୍ଟିଂ ଜାରି, ପ୍ରାରମ୍ଭିକ ଟ୍ରେଣ୍ଡ୍ ନେତାଙ୍କୁ ଦେଉଛି ଟେନସନ୍, ପ୍ରାର୍ଥୀଙ୍କ ସହ ବଢୁଛି ନେତାଙ୍କ ହୃଦସ୍ପନ୍ଦନ । ରାଜ୍ୟର ମୋଟ୍ ୮୫୧ ଜିଲ୍ଲା ପରିଷଦ ଆସନ ମଧ୍ୟରୁ ଦ୍ୱିତୀୟ ଦିନର ଗଣତିରେ ୩୦୬ଟି ଜିଲ୍ଲା ପରିଷଦ ଆସନ ପାଇଁ ଚାଲିଛି ଭୋଟ୍ ଗଣତି । ଅପରାହ୍ନ ୪ଟା ୫୦ ସୁଦ୍ଧା ଆସିଥିବା ଟ୍ରେଣ୍ଡ୍ ମୁତାବକ ବିଜେଡି ୫୪୫ ଜୋନରେ ଆଗୁଆ ରହିଛି, ବିଜେପି ୩୪ ଏବଂ କଂଗ୍ରେସ ୩୨ ଜୋନରେ ଆଗୁଆ ରହିଥିବାବେଳେ ୭ଟି ଜୋନରେ ଅନ୍ୟାନ୍ୟ ପ୍ରାର୍ଥୀ ଆଗୁଆ ରହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe