ପଠାନକୋଟ ଆକ୍ରମଣର ମାଷ୍ଟରମାଇଣ୍ଡ ସାହିଦ ଲତିଫକୁ ହତ୍ୟା

ପଠାନକୋଟ ଆକ୍ରମଣର ମାଷ୍ଟରମାଇଣ୍ଡ ସାହିଦ ଲତିଫକୁ ହତ୍ୟା

ପଠାନକୋଟ ଆକ୍ରମଣର ମାଷ୍ଟରମାଇଣ୍ଡ ସାହିଦ ଲତିଫକୁ ହତ୍ୟା

ପାକିସ୍ତାନରେ ଭାରତର ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ

ସାହିଦକୁ  ପାକିସ୍ତାନର ସିଆଲକୋଟରେ ଅଜ୍ଞାତ ଆକ୍ରମଣକାରୀଙ୍କ ଦ୍ୱାରା ଗୁଳିକରି ହତ୍ୟା କରାଯାଇଛି ।

ଏନଆଇଏର ମୋଷ୍ଟ ୱାଣ୍ଟେଡ ତାଲିକାରେ ଥିଲା ସାହିଦ ଲତିଫ ।

ଭାରତକୁ ଆତଙ୍କବାଦୀ ପଠେଇବାରେ ମୁଖ୍ୟଭୂମିକା ଥିଲା ସାହିଦ ଲତିଫର ।

ଜୈସ ଆତଙ୍କବାଦୀ ମାନଙ୍କୁ ଭାରତ ପଠାଉଥିଲା ଲତିଫ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe