ଭୁବନେଶ୍ୱର ବ୍ୟୁରୋ , କନକ ନ୍ୟୁଜ୍ : ଚିଟଫଣ୍ଡ ଦୁର୍ନୀତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୃକ୍ତି ଥିବା ନେଇ କଂଗ୍ରେସ ଅଭିଯୋଗ କରିଛି । ନବୀନ ନିବାସର କର୍ମଚାରୀ ସରୋଜ ସାହୁଙ୍କୁ ସିବିଆଇ ତଦନ୍ତ ପରିସରକୁ ଆଣିଥିବାବେଳେ ମୁଖ୍ୟମନ୍ତ୍ରୀ କେତେ ସ୍ୱଚ୍ଛ ଏଥିରୁ ଜଣାପଡୁଛି ବୋଲି କଂଗ୍ରେସ କହିଛି ।
Kanak News is now on WhatsApp
Join and get latest news updates delivered to you via WhatsApp
ସିବିଆଇ ମୁଖ୍ୟମନ୍ତ୍ରୀଙ୍କୁ ଜେରା କଣ ପାଇଁ କରୁନାହିଁ ତାହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପିସିସି ସଭାପତି ପ୍ରସାଦ ହରିଚନ୍ଦନ । ବିଜେପି, ବିଜେଡି ମଧ୍ୟରେ ଥିବା ଭିତିରି ସମ୍ପର୍କ ଏଥିରୁ ସ୍ପଷ୍ଟ ପ୍ରମାଣିତ ହୋଇସାରିଛି ବୋଲି ପ୍ରସାଦ ଅଭିଯୋଗ କରିଛନ୍ତି ।
ଏହାସହ ଦେଖନ୍ତୁ ଏହି ଭିଡିଓ –