କଂଗ୍ରେସକୁ ଆଉ ଏକ ଝଟକା । ଦଳ ଛାଡିଲେ ପିସିସି ଉପସଭାପତି ରଜତ ଚୌଧୁରୀ

Advertisment
କଂଗ୍ରେସକୁ ଆଉ ଏକ ଝଟକା । ଦଳ ଛାଡିଲେ ପିସିସି ଉପସଭାପତି ରଜତ ଚୌଧୁରୀ

କନକ ବ୍ୟୁରୋ: ଆଗକୁ ନିର୍ବାଚନ ଥିବାବେଳେ କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ପ୍ରତିକୂଳ ସ୍ଥିତିକୁ ସାମ୍ନା କରିବାକୁ ପଡୁଛି । ଏବେ ଦଳକୁ ଆଉ ଏକ ଝଟକା ଲାଗିଛି । କାରଣ ଦଳ ଛାଡିଲେ ପିସିସି ଉପସଭାପତି ରଜତ ଚୌଧୁରୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ରଜତ । ଇସ୍ତଫାର ସଠିକ କାରଣ ଏଯାଏଁ ସ୍ପଷ୍ଟ ହୋଇନଥିଲେ ବି ଦଳୀୟ କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇ ସେ ଦଳ ଛାଡିଥିବା ଚର୍ଚ୍ଚା ହେଉଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe