କନକ ବ୍ୟୁରୋ: ଭବାନୀପାଟଣା ମେଡିକାଲ କଲେଜକୁ ମିଳିଲା ଅନୁମତି । ଚଳିତ ବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢା । ୧୦୦ ଏମବିବିଏସ ସିଟକୁ ଅନୁମୋଦନ ଦେଲା ଏନଏମସି । ଚଳିତ ଶିକ୍ଷା ବର୍ଷରୁ ପାଠପଢା ଆରମ୍ଭ ନେଇ ଅନୁମତି ଦେଇଛି ନ୍ୟାସନାଲ ମେଡିକାଲ କମିଶନ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us