ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ : ମାତ୍ରାଧିକ ଔଷଧ ସେବନ ଯୋଗୁଁ ମୃତ୍ୟୁ ହୋଇଥିବା ସୂଚନା

792

କନକ ବ୍ୟୁରୋ : ଏମକେସିଜି ମେଡିକାଲ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । ସିନିୟର ରେସିଡେଣ୍ଟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଶୁବାନୀ ପଟ୍ଟନାୟକ । ମାତ୍ରାଧିକ ଔଷଧ ସେବନ ଯୋଗୁଁ ମୃତ୍ୟୁ ହୋଇଥିବା ସୂଚନା । ପ୍ରାଥମିକ ତଦନ୍ତ ପରେ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।