ଚଳନ୍ତା ବସରେ ଅଗ୍ନିକାଣ୍ଡ

5

ଗଂଜାମ: ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକ ଛାମୁଣ୍ଡା ନିକଟରେ ଅଘଟଣ । ଚଳନ୍ତା ବସରେ ଅଗ୍ନିକାଣ୍ଡ । ବସରେ ଥିବା ୩୦ ଯାତ୍ରୀ ଅଳ୍ପକେ ବର୍ତି ଯାଇଛନ୍ତି । ବସ୍ ପୋଡ଼ି ଯାଇଥିବା ବେଳେ ଲୋକଙ୍କ ସାମଗ୍ରୀ ପୋଡ଼ି ଯାଇଛି । ବ୍ୟାଟେରୀ ସଟ୍ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସୂଚନା । କଟାଧାରରୁ କଟକ ଯାଉଥିବା ଏକ ଘରୋଇ ବସ୍ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.