କନକ ବ୍ୟୁରୋ : ଲତା ମଙ୍ଗେଶକରଙ୍କ ଅନ୍ତିମ ସଂସ୍କାର ବେଳେ ଶ୍ରଦ୍ଧାଞ୍ଜଳୀ ଦେବାକୁ ଶିବାଜୀ ପାର୍କରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ସେଠାରେ ଲତାଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ଅନ୍ତିମ ସଂସ୍କାର ହେବ ବୋଲି କୁହାଯାଇଛି । ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବାକୁ ବିମାନବନ୍ଦରରେ ପହଂଚିଥିଲେ ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶୟାରୀ ଓ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀଥିବା ଆଦିତ୍ୟ ଠାକରେ ।

Advertisment